• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Leo

ସିଂହ

Monday 04 Dec 2023

ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ

ପ୍ରତିକାର- କୈାଣସି ଧର୍ମ ସ୍ଥାନରେ କିଛି ଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :