• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Virgo

କନ୍ୟା

Monday 04 Dec 2023

ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଆନନ୍ଦମୟ ମୂହୁର୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନଙ୍କୁ ଆଶାଜନକ ଫଳ ପ୍ରାପ୍ତି ହେବ ।

ପ୍ରତିକାର- ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :