• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Libra

ତୁଳା

Monday 04 Dec 2023

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ଆର୍ôଥକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ

ପ୍ରତିକାର- ଇଷ୍ଟ ଦେବୀ ମା କମଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :