• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Scorpio

ବିଛା

Monday 04 Dec 2023

ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନେ ଅର୍ଥଲାଭ କରିବେ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର - ଦକ୍ଷିଣ ମୁଖା ହୋଇ ଖଇର ଗଛର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :