• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Sagittarius

ଧନୁ

Monday 04 Dec 2023

ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାବଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ । ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ

ପ୍ରତିକାର- ବିଷ୍ଣୁଙ୍କ ପାଖରେ ଖେଚୋଡି ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :