• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Capricorn

ମକର

Monday 04 Dec 2023

ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ। ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ ।

ପ୍ରତିକାର- ଇଷ୍ଟ ଦେବୀ ମା ଦକ୍ଷିଣ କାଳୀଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :