• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୧ରୁ ଏପ୍ରିଲ ୭ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।

Aquarius

କୁମ୍ଭ

Monday 01 Apr 2024

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଯେଉଁ କାମରେ ହାତ ଦେବେ  ସଫଳତାର ଶୀର୍ଷକୁ ସ୍ପର୍ଶ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସାମାଜିକ ସ୍ତରରେ କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ଘର ଓ ପରିବାରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିପାରନ୍ତି । ସାମାଜିକ ସ୍ତରରେ କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । 

ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରିବା ସହିତ ନିଜ ପାଖରେ ଲୁହାରେ ନିର୍ମିତ ଶନିଙ୍କର ଯନ୍ତ୍ରଟିଏ ରଖନ୍ତୁ  ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :