• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୧ରୁ ଏପ୍ରିଲ ୭ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।

Gemini

ମିଥୁନ

Monday 01 Apr 2024

ଅର୍ଥ ସମ୍ପର୍କିତ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍ ରହି ନ ପାରେ । ସାମ୍ବାଦିକ ମାନଙ୍କର ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ନିଜର ଇଚ୍ଛା ବିରୋଧରେ କୌଣସି କାମ କରିବା ଅନୁଚିତ୍ । ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେଇ ପାରନ୍ତି । ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ। ଏକ ସଂଘର୍ଷମୟ ପରିସ୍ଥିତିର ସାମ୍ନା କରି ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। 

ପ୍ରତିକାର- ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :