• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୧ରୁ ଏପ୍ରିଲ ୭ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।

Cancer

କର୍କଟ

Monday 01 Apr 2024

କାର୍ଯ୍ୟ ବ୍ୟସ୍ତତା କାରଣରୁ ଟେନ୍‌ସନ ଲାଗି ରହି ରହିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ସୁଦୃଢ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଟଙ୍କା ପଇସା, ନେବା ଆଣିବା, ଦିଆ ନିଆ କ୍ଷେତ୍ରରେ ସତର୍କ ରୁହନ୍ତୁ । 

ପ୍ରତିକାର- ସୋମବାର ଉପବାସ କରନ୍ତୁ । 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :