• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୧ରୁ ଏପ୍ରିଲ ୭ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।

Leo

ସିଂହ

Monday 01 Apr 2024

କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ଶୁଭ ସୂଚନା ପାଇବେ । ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ । ବ୍ୟବସାୟରେ ପ୍ରସାର,ପ୍ରଚାର କରିବା ସହ ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଦୂରଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଆୟ ବୃଦ୍ଧି ହେବ । ଜାଗା,ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରିବେ । 

ପ୍ରତିକାର- ରବିବାର ଦିନ ନିରାମିଶ ରୁହନ୍ତୁ   । 

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :