• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୧ରୁ ଏପ୍ରିଲ ୭ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।

Libra

ତୁଳା

Monday 01 Apr 2024

ଶରୀର ସୁସ୍ଥ ରହିବାସହ ଆର୍ଥିକ ଦିଗରୁ ସୁବିଧା ପାଇବେ । ସାଙ୍ଗସାଥିମାନେ ସାହାର୍ଯ୍ୟ ସହଯୋଗ କରିବା ଫଳରେ ନୂତନ କାର୍ଯ୍ୟରେ ହାତଦେଇ କୃତକାର୍ଯ୍ୟ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ମିଳି ପାରିବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରେମିକପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ଗୋଇଯିବ । 

ପ୍ରତିକାର- ଇଷ୍ଟ ଦେବୀ ମା କମଳାଙ୍କର ଓଁ ଶ୍ରୀଂ ଏହି ମନ୍ତ୍ର ପାଠ କରନ୍ତୁ  ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :