• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୧ରୁ ଏପ୍ରିଲ ୭ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।

Sagittarius

ଧନୁ

Monday 01 Apr 2024

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ପ୍ରେରଣା ଓ ସହଯୋଗରୁ ଉପକୃତ ହେବେ । ଆମୋଦ, ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ବଢିବା ଫଳରେ କର୍ମ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତ ରହିବେ ।  ବନ୍ଧୁ ବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପିଲା ମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । 

ପ୍ରତିକାର- ବିଷ୍ଣୁଙ୍କ ପାଖରେ ଖେଚୋଡି ଭୋଗ ଲଗାନ୍ତୁ  । 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :