• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୦ ଏପ୍ରିଲରୁ ୧୬ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଅଚାନକ ଧନ ଲାଭ ହେବାର ଯୋଗ ରହିଛି

ଏହି ସପ୍ତାହରେ ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଏହି ସପ୍ତାହରେ ନୂତନ ଗୃହ ,ବାହ, ଜାଗା ,ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ଅଚାନକ ଧନ ଲାଭ ହେବାର ଯୋଗ ରହିଛି ।

Aries

ମେଷ

Sunday 09 Apr 2023

ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କୈାଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ । କୈାଣସି ବରିଷ୍ଠ ନେତାଙ୍କ ପରାମର୍ଶରେ ନିର୍ବାଚନର ସୁଯୋଗ ପାଇପାରନ୍ତି । ଅଚାନକ ଧନ ଲାଭ ହେବା କାରଣରୁ ଆର୍ଥିକ ପରିସ୍ଥିତି ଆପଣଙ୍କର ବହୁତ ଭଲ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପଦବୀ ମିଳିବା ସହ ନୂତନ ସମ୍ପର୍କ ସୃଷ୍ଟି ହେବ । ଛାତ୍ରଛାତ୍ରି ମାନେ ଉଚ୍ଚଶିକ୍ଷା ପାଇଁ ପ୍ରସ୍ତୁତ ହେବେ ।

ପ୍ରତିକାର- ଓଁ ଅଂ ଅଙ୍ଗାରକାୟ ନମଃ – ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :