• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୦ ଏପ୍ରିଲରୁ ୧୬ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଅଚାନକ ଧନ ଲାଭ ହେବାର ଯୋଗ ରହିଛି

ଏହି ସପ୍ତାହରେ ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଏହି ସପ୍ତାହରେ ନୂତନ ଗୃହ ,ବାହ, ଜାଗା ,ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ଅଚାନକ ଧନ ଲାଭ ହେବାର ଯୋଗ ରହିଛି ।

Taurus

ବୃଷ

Sunday 09 Apr 2023

ସ୍ୱାସ୍ଥ୍ୟ ପ୍ରତି ସାବଧାନ ରହିବା ଆବଶ୍ୟକ । ଅନ୍ୟ ପ୍ରତି ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଆର୍ଥିକ କ୍ଷେତ୍ରରେ ପରିବର୍ତନ ହେବା ଫଳରେ ପରିବାରରେ ସୁଖଶାନ୍ତି ଦେଖାଦେବ । ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ବିଶେଷ ଶୁଭଫଳ ପ୍ରାପ୍ତି ହେବ ।

ପ୍ରତିକାର- ଓଁ ଶଂ ଶନିଶ୍ଚରାୟ ନମଃ- ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :