• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୦ ଏପ୍ରିଲରୁ ୧୬ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଅଚାନକ ଧନ ଲାଭ ହେବାର ଯୋଗ ରହିଛି

ଏହି ସପ୍ତାହରେ ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଏହି ସପ୍ତାହରେ ନୂତନ ଗୃହ ,ବାହ, ଜାଗା ,ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ଅଚାନକ ଧନ ଲାଭ ହେବାର ଯୋଗ ରହିଛି ।

Pisces

ମୀନ

Sunday 09 Apr 2023

ଖାଦ୍ୟ ପେୟ ଓ ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ବନ୍ଧୁବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହୋଇପାରେ । ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ସହ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :