• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୦ ଏପ୍ରିଲରୁ ୧୬ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଅଚାନକ ଧନ ଲାଭ ହେବାର ଯୋଗ ରହିଛି

ଏହି ସପ୍ତାହରେ ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଏହି ସପ୍ତାହରେ ନୂତନ ଗୃହ ,ବାହ, ଜାଗା ,ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ଅଚାନକ ଧନ ଲାଭ ହେବାର ଯୋଗ ରହିଛି ।

Cancer

କର୍କଟ

Sunday 09 Apr 2023

ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ନୂତନ ବ୍ୟବସାୟ କରିବାକୁ ଯୋଜନା କରୁଛନ୍ତି, ସେଥିରେ ସଫଳତା ପାଇବେ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜିତ କରିପାରିବେ । ଆର୍ଥିକ ସ୍ଥିତିରେ ପରିବର୍ତନ ହେବାର ସମ୍ଭାବନା ରହିଛି । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ । ସମ୍ପତିକୁ ନେଇ ପାରିବାରିକ ସମସ୍ୟା ସମାଧାନ ହୋଇଯିବ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ ।

ପ୍ରତିକାର – ମାଆ ଭୁବନେଶ୍ୱରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :