• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୦ ଏପ୍ରିଲରୁ ୧୬ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଅଚାନକ ଧନ ଲାଭ ହେବାର ଯୋଗ ରହିଛି

ଏହି ସପ୍ତାହରେ ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଏହି ସପ୍ତାହରେ ନୂତନ ଗୃହ ,ବାହ, ଜାଗା ,ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ଅଚାନକ ଧନ ଲାଭ ହେବାର ଯୋଗ ରହିଛି ।

Virgo

କନ୍ୟା

Sunday 09 Apr 2023

ଶରୀର ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନସାଥିଙ୍କ ସହିତ ସୁଖଶାନ୍ତିରେ ସମୟ ବିତେଇବେ । ବୁଦ୍ଧିଜୀବି ମାନଙ୍କ ସହିତ ସମ୍ପର୍କ ମଜବୁତ୍ କରିବାରେ ସଫଳ ହେବ । ଚାକିରିରେ ପ୍ରମୋଶନ ପାଇବା ଫଳରେ କିଛି ପରିବର୍ତ୍ତନ ଆସିବ । ରାଜନୈତିକ କ୍ଷେତ୍ରରେ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ସମ୍ପତି ସମ୍ବନ୍ଧୀୟ ମାମଲାର ସମାଧାନ ହୋଇଯିବ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :