• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 11th Dec To 17th Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଜୀବନ ସାଥିଙ୍କ ଆଗରେ ନିଜର ମନ କଥା ପ୍ରକାଶ କରିବେ । ପାରିବାରିକ ସ୍ଥିତି ଭଲ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।

Pisces

ମୀନ

Monday 11 Dec 2023

ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ପରିବାର ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ପରିବାରରେ ଆର୍ôଥକ ସମସ୍ୟା ସମାଧାନ ହୋଇଯିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ । ନିଜ ଲୋକ ବିଶ୍ୱାସଘାତକ କାର୍ଯ୍ୟ କରିପାରନ୍ତି ।
ପ୍ରତିକାର- ଶ୍ରୀ କୃଷ୍ଣଙ୍କ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :