• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 11th Dec To 17th Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଜୀବନ ସାଥିଙ୍କ ଆଗରେ ନିଜର ମନ କଥା ପ୍ରକାଶ କରିବେ । ପାରିବାରିକ ସ୍ଥିତି ଭଲ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।

Gemini

ମିଥୁନ

Monday 11 Dec 2023

ଜୀବନ ସାଥିଙ୍କ ଆଗରେ ନିଜର ମନ କଥା ପ୍ରକାଶ କରିବାରେ ସଫଳ ହେବେ । ପାରିବାରିକ ସ୍ଥିତି ଭଲ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାର୍ଯ୍ୟ ହାସଲ କରିନେବେ । ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିପାରନ୍ତି । ସାମାଜିକ ସ୍ତରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ । 
ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :