• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 11th Dec To 17th Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଜୀବନ ସାଥିଙ୍କ ଆଗରେ ନିଜର ମନ କଥା ପ୍ରକାଶ କରିବେ । ପାରିବାରିକ ସ୍ଥିତି ଭଲ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।

Cancer

କର୍କଟ

Monday 11 Dec 2023

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ପ୍ରତ୍ୟେକ ପରିସ୍ଥିତିରେ ଦୃଢ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରିନେବେ । ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି । ଯେ କୌଣସି କାମରେ  ହେଉନା କାହିଁକି ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ । ଆଧ୍ୟାତ୍ମିକ ଦିଗ ପ୍ରତି ଅଧିକ ଆକୃଷ୍ଠ ହେବେ । 
ପ୍ରତିକାର- ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :