• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 11th Dec To 17th Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଜୀବନ ସାଥିଙ୍କ ଆଗରେ ନିଜର ମନ କଥା ପ୍ରକାଶ କରିବେ । ପାରିବାରିକ ସ୍ଥିତି ଭଲ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।

Leo

ସିଂହ

Monday 11 Dec 2023

ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପରିବାରରେ ସୁଖ ଏବଂ ସମୃଦ୍ଧି ବୃଦ୍ଧି ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟ ଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ ଓ ଆଶା ପୂରଣ ହେବ । ଭାବନାର ବଶିଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ ।  
ପ୍ରତିକାର- ମାତାଙ୍ଗୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :