• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 11th Dec To 17th Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଜୀବନ ସାଥିଙ୍କ ଆଗରେ ନିଜର ମନ କଥା ପ୍ରକାଶ କରିବେ । ପାରିବାରିକ ସ୍ଥିତି ଭଲ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।

Libra

ତୁଳା

Monday 11 Dec 2023

ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ମାନ ସମ୍ମାନ ଓ କ୍ଷାତି ବଢିବ । ଗୃହ ସମସ୍ୟା ଦୂର ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବିରୋଧିମାନେ ଦୂରେଇଯିବେ ।
ପ୍ରତିକାର- ପର୍ଶୁରାମଙ୍କୁ ପୂଜା ଅର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :