• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 11th Dec To 17th Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଜୀବନ ସାଥିଙ୍କ ଆଗରେ ନିଜର ମନ କଥା ପ୍ରକାଶ କରିବେ । ପାରିବାରିକ ସ୍ଥିତି ଭଲ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।

Scorpio

ବିଛା

Monday 11 Dec 2023

ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶାଭାବ ଦେଖାଦେଇ ପାରେ । କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍ । 
ପ୍ରତିକାର- ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :