• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 11th Dec To 17th Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଜୀବନ ସାଥିଙ୍କ ଆଗରେ ନିଜର ମନ କଥା ପ୍ରକାଶ କରିବେ । ପାରିବାରିକ ସ୍ଥିତି ଭଲ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।

Sagittarius

ଧନୁ

Monday 11 Dec 2023

ସ୍ୱାସ୍ଥ୍ୟ ସମ୍ପଦ ଭଲ ରହିବ । ଭାତୃ ବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ୱନ୍ଦର ସମାଧାନ ହୋଇ ପାରେ । ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ରାଜକୀୟ ମାମଲାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଧନଲାଭ ହେବାରୁ ମନ ଖୁସି ରହିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । 
ପ୍ରତିକାର- ମା ତାରାଙ୍କ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :