• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 11th Dec To 17th Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଜୀବନ ସାଥିଙ୍କ ଆଗରେ ନିଜର ମନ କଥା ପ୍ରକାଶ କରିବେ । ପାରିବାରିକ ସ୍ଥିତି ଭଲ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।

Capricorn

ମକର

Monday 11 Dec 2023

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତି ସହ ସୁସମ୍ପର୍କ ଫଳରେ କର୍ମୋନ୍ନତି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଗୃହ ଉପକରଣ କ୍ରୟ କରିବେ । 
ପ୍ରତିକାର- ମା ଶାରଳାଙ୍କ ଆରଧନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :