• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୧ରୁ ମାର୍ଚ୍ଚ ୧୭ ୨୦୨୩: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ ।

Taurus

ବୃଷ

Monday 11 Mar 2024

ଘରୁ ବାହାରକୁ ବାହାରିବା ଦ୍ୱାରା ଅସୁସ୍ଥତା ଅନୁଭବ କରିପାରନ୍ତି । ଭ୍ରମଣ ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢା, ଯାତ୍ରା ପାଇଁ ଦିନଟି ବହୁତ ଭଲ । କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବେ । ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । କର୍ମଜଞ୍ଜାଳ ବୃଦ୍ଧି ସାଙ୍ଗକୁ ବିଭିନ୍ନ ଦୂରାନ୍ତରକୁ ଯାତ୍ରା କାର୍ଯ୍ୟକ୍ରମ ନେଇ ଚିନ୍ତିତ ରହିପାରନ୍ତି । ସାମାଜିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । 
ପ୍ରତିକାର- କୌଣସି ଦୃଷ୍ଟିବାଦିତ ଲୋକଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :