• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୧ରୁ ମାର୍ଚ୍ଚ ୧୭ ୨୦୨୩: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ ।

Pisces

ମୀନ

Monday 11 Mar 2024

ସ୍ୱାସ୍ଥ୍ୟ ଭଲ ରହିବା ସହିତ ମନ ପ୍ରସନ୍ନ ରହିବ । ଗୁରୁଜନଙ୍କ ସହାନୁଭୂତି ଉପଲବ୍ଧ ହେବ । ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଜାଗ୍ରତ ହୋଇପାରେ । ଆଲୋଚନାକାଳରେ ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ । ସାଙ୍ଗଠନିକ, ରାଜନୈତିକ, ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ସରକାରୀ କ୍ଷେତ୍ରରୁ ଲାଭର ଆଶା ମନକୁ ଉଲ୍ଲସିତ କରିବ ।
ପ୍ରତିକାର- ସକାଳୁ ସବୁଦିନ ଗୁରୁଜନମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :