• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୧ରୁ ମାର୍ଚ୍ଚ ୧୭ ୨୦୨୩: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ ।

Gemini

ମିଥୁନ

Monday 11 Mar 2024

ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ । ମନୋବଳ ବୃଦ୍ଧି ପାଇବା ପଛରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷରେ ସାହାଯ୍ୟ ରହିବ । ବନ୍ଧୁଙ୍କ ସ୍ୱାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ । ଯାତ୍ରା,ବାଣିଜ୍ୟ,ଓ ଆନୁଷ୍ଠାନିକ କାମରେ ଅସୁବିଧା ହେବନାହିଁ । ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ନୂଆ ଲକ୍ଷ୍ୟ ନିର୍ଦ୍ଧାରିତ କରି ତାହାର ଫଳପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ । 
ପ୍ରତିକାର- ମା ତ୍ରିପୁରା ସୁନ୍ଦରୀଙ୍କର କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :