• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୧ରୁ ମାର୍ଚ୍ଚ ୧୭ ୨୦୨୩: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ ।

Leo

ସିଂହ

Monday 11 Mar 2024

ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନ ଶାନ୍ତ ରହିବ । ସନ୍ତାନ ମାନଙ୍କର ଉନ୍ନତି ପାଇଁ ଆନନ୍ଦିତ ହେବେ । ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ । ଛାତ୍ରଛାତ୍ରୀ ମାନଙ୍କର ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ପ୍ରାୟତଃ ଭଲ ରହିବ ଓ ସେହି ଦିଗରୁ ପ୍ରାୟତଃ ସମସ୍ୟା ରହିବ ନାହିଁ । ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ସକାଳୁ ବନ୍ଧୁଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଲୋଚନାରୁ ମନ ଖୁସି ହୋଇଯିବ । ଆଜି ଯାହା କରିବା ପାଇଁ ଚିନ୍ତା କରିଥିଲେ ସେଥିରେ ଅସୁବିଧା ହେବ ନାହିଁ । 
ପ୍ରତିକାର- ପ୍ରତିଦିନ ସୂର୍ଯ୍ୟଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :