• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୧ରୁ ମାର୍ଚ୍ଚ ୧୭ ୨୦୨୩: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ ।

Virgo

କନ୍ୟା

Monday 11 Mar 2024

କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନ ମାନଙ୍କର ସହ ଯୋଗ ପାଇବେ । ଅଫିସରୁ ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବେ । ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲାଭଳି କାମ କରିବା ଠିକ୍ ହେବ ନାହିଁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଝଗଡ଼ା ଲାଗିପାରେ । ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଯାନବାହନ ଓ ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।
ପ୍ରତିକାର- ବିଷ୍ଣୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :