• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୧ରୁ ମାର୍ଚ୍ଚ ୧୭ ୨୦୨୩: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ ।

Libra

ତୁଳା

Monday 11 Mar 2024

ଅପରିଚିତ ବ୍ୟକ୍ତି ଦ୍ୱାରା ସ୍ଥଗିତ ରହି ଯାଇଥିବା କାମଟି ସମ୍ପୂର୍ଣ୍ଣ କରିବେ । ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହେବ । ଭାବୁଥିବା କାମଟି ଲାଗି କିଛି ସହଯୋଗ ସକାଶେ ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହିଁ । ଆକସ୍ମିକ ଭାବରେ ପଡ଼ୋଶୀଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ । ଫୋନ୍‌, ମୋବାଇଲ୍‌, ପୁରୁଣା ମିତ୍ରଙ୍କ ଦ୍ୱାରା ଶୁଭ ସମାଚାର ଶୁଣିବାକୁ ମିଳିବ । ସାମାଜିକ ସ୍ତରରେ ଲୋକ ସମ୍ପର୍କ ବୃଦ୍ଧି ପାଇବା ସାଙ୍ଗକୁ ସାଥୀଙ୍କ ସହ ଭ୍ରମଣ ସୁଯୋଗ ଜୁଟିବ ।
ପ୍ରତିକାର- ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :