• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୧ରୁ ମାର୍ଚ୍ଚ ୧୭ ୨୦୨୩: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ ।

Scorpio

ବିଛା

Monday 11 Mar 2024

ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କୌଣସି କାମରେ ବିଶେଷଜ୍ଞତା ହାସଲ କରିବେ । କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବା ସହ ସରକାରୀ ସ୍ତରରୁ ଅର୍ଥ ପାଇବେ । ଖର୍ଚ୍ଚ ବୃଦ୍ଧି କାରଣରୁ ସାମାନ୍ୟ ଚିନ୍ତା କରିପାରନ୍ତି । ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂତନ ପ୍ରକଳ୍ପକୁ କାର‌୍ୟ୍ୟକାରୀ କରାଇନେବେ । ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ କରିପାରନ୍ତି ।
ପ୍ରତିକାର- ହନୁମାନଙ୍କ ମନ୍ଦିରରେ ପେଡା ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :