• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୧ରୁ ମାର୍ଚ୍ଚ ୧୭ ୨୦୨୩: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ ।

Capricorn

ମକର

Monday 11 Mar 2024

ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସା ପାଇ ଖୁସି ରହିବେ । କେତେକ ସ୍ଥଗିତ କାମ ସମ୍ପନ୍ନ ସକାଶେ ତତ୍ପର ରହିପାରନ୍ତି । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ ସତ, ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ । ଅଧ୍ୟାପନା, କ୍ରୀଡ଼ା ଓ ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, ବକ୍ତୃତା ତଥା ପ୍ରତିଯୋଗିତା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ରୋଗପୀଡା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ଘରୋଇ କଳହରେ ବହୁତ ସମୟ ଅପବ୍ୟୟ କରିପାରନ୍ତି ।
ପ୍ରତିକାର- ଦକ୍ଷିଣକାଳିଙ୍କର ମନ୍ଦିର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :