ଶିକ୍ଷା କ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁ ମିଳନ ହେତୁ ମନ ଖୁସି ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର କରିବାର ସୁଯୋଗ ପାଇବେ ।
କର୍ମ କ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ସାମାଜିକ ସ୍ଥିତି, ମାନସମ୍ମାନ ପ୍ରସିଦ୍ଧି ବୃଦ୍ଧି ପାଇବ । ଭାଇ , ବନ୍ଧୁ, ମିତ୍ର ଓ ସହକର୍ମୀଙ୍କ ସହ ମତଭେଦ ସମାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁ ମିଳନ ହେତୁ ମନ ଖୁସି ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର କରିବାର ସୁଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ପତିପତ୍ନୀଙ୍କର ବୁଝାମଣା ଠିକ୍ ରହିବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ ।
ପ୍ରତିକାର- ପ୍ରତ୍ୟେକଦିନ ବାପା ମାଆ ଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯