ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ଓ ପ୍ରଭାବ ବଢିବ । ଶିକ୍ଷାକ୍ଷେତ୍ରରେ ରୁଚି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ।
ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ଓ ପ୍ରଭାବ ବଢିବ । ଶିକ୍ଷାକ୍ଷେତ୍ରରେ ରୁଚି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । କେତେକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ରାଜନୈତି କ୍ଷେତ୍ରରେ ନିଜର ଏକ ବାହ୍ୟରୂପ ଧାରଣ କରିବା ସହିତ ବିଜ୍ଞତାର ସହିତ ପରିସ୍ଥିତିର ସମ୍ମୁଖୀନ ହେବା ଶ୍ରେୟକର ହେବ ।
ପ୍ରତିକାର- ମା’ କମଳାଙ୍କର ପୂଜା ଅର୍ଚ୍ଚନା କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬