• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 12 feb to 18 feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ଓ ପ୍ରଭାବ ବଢିବ । ଶିକ୍ଷାକ୍ଷେତ୍ରରେ ରୁଚି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ।

Capricorn

ମକର

Monday 12 Feb 2024

ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଭୋଗ ବିଳାସ ଓ ଆନନ୍ଦମୟ ସମୟ ସାଙ୍ଗକୁ ସୁସ୍ଥ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧିନସ୍ଥ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜନୀତିରେ ଲୋକ ସମର୍ଥନ ହାସଲ କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ ।

ପ୍ରତିକାର- ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :