• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Aries

ମେଷ

Monday 13 Nov 2023

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡିପାରେ । ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । ବ୍ୟବସାୟୀ ମାନେ ବହୁତ ଦିନର ବାକି ପଡିଥିବା ଅର୍ଥ ପାଇବେ ଓ ବ୍ୟବସାୟରେ ଆଶାତୀତ ଫଳ ଲାଭ କରିବେ । କଳା, ସାହିତ୍ୟ, ସଂସ୍କୃତି, କ୍ରୀଡା ଓ ଚଳଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧରି ନେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ସୁଖ-ଶାନ୍ତିରେ ଦିନଟି କଟାଇବେ । ଛାତ୍ର ଛାତ୍ରୀ ମାନଙ୍କର ପାଠ ପଢାରେ ଆଗ୍ରହ ବଢିବ । 

ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :