• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Taurus

ବୃଷ

Monday 13 Nov 2023

ସମାଜ ସେବାରେ ସୁନାମ ଅର୍ଜନ କରି ପାରିବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାମ ହୋଇ ପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ । ପ୍ରତିବନ୍ଧକ ହଟାଇବା ପାଇଁ ବନ୍ଧୁଙ୍କର ସହଯୋଗ ଆବଶ୍ୟକ କରିବେ । ସାମାଜିକ ସ୍ତରରେ ସମ୍ମାନ ପାଇବେ ଓ ଚେଷ୍ଟା କରୁଥିବା କାମରେ ସାମାନ୍ୟ ଅଗ୍ରଗତି ଘଟିବ । 

ପ୍ରତିକାର- ଗୋମାତାଙ୍କୁ କିଛି ଖାଦ୍ୟ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :