• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Aquarius

କୁମ୍ଭ

Monday 13 Nov 2023

ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । କର୍ମଚାରୀମାନେ ଗୁପ୍ତଶତ୍ରୁଙ୍କ ଚକ୍ରାନ୍ତରେ ପଡିଲେ ମଧ୍ୟ ନିଜର ମାନସିକ ସ୍ଥିତି ସୁଦୃଢ ରହିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ପାରିବାରିକ ଶୃଙ୍ଖଳା ରକ୍ଷାରେ ସମ୍ପର୍କୀୟଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି । କୌଣସି ସ୍ପର୍ଶକାତର କଥାରେ ଚିହ୍ନା ପଡନ୍ତୁ ନାହିଁ । କାମଗୁଡିକ ଅନ୍ୟ ମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାଜନକ ହୋଇପାରୁଛି ଆପଣଙ୍କ ପାଇଁ ତାହା ନ ହେବା କାରଣରୁ ଚିନ୍ତା କରିବେ ।

ପ୍ରତିକାର- ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :