• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Pisces

ମୀନ

Monday 13 Nov 2023

କର୍ମକ୍ଷେତ୍ରରେ ଅସୁବିଧା ଦେଖାଦେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ । ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ କାମରେ ଆପଣଙ୍କୁ ହଠାତ୍ ଜରୁରୀ କାମରେ ବାହାରକୁ ଯିବାକୁ ପଡିପାରେ । ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବାର ସମ୍ଭାବନା ରହିଛି । ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ ।

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :