• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Gemini

ମିଥୁନ

Monday 13 Nov 2023

ବୈବାହିକ ଜୀବନରେ ସୁଖ ପ୍ରାପ୍ତି ହେବ ଓ ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଆର୍ଥିକ ଉନ୍ନତି ଦେଖାଦେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବରଣ ଦେଖାଦେବ । ପଡୋଶୀମାନେ ଆନୁଷାଙ୍ଗିକ ପ୍ରେରଣା ଯୋଗାଇପାରନ୍ତି । ତୃତୀୟାଧିପଙ୍କ ବଳହୀନତା କାରଣରୁ ବନ୍ଧୁମାନେ ଦୂରେଇ ରହୁଥିଲେ ମଧ୍ୟ ଠିକ୍ ସମୟରେ ସାହାଯ୍ୟ କରିବେ । ଅଫିସିଆଲି କାମରେ ତର୍କ ସୃଷ୍ଟି ହେବାର ଆଶଙ୍କା ରାହିଛି । 

ପ୍ରତିକାର- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :