• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Cancer

କର୍କଟ

Monday 13 Nov 2023

ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ବ୍ୟବସାୟୀଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ  ସଫଳ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ ।  ଯିଏ ଯାହା କହିଲେ ଟିକିଏ ଟିକିଏ କଥାରେ ଚିଡିଚିଡି କିମ୍ବା ବିରକ୍ତି ଲାଗିବ । 

ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :