• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Leo

ସିଂହ

Monday 13 Nov 2023

ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସର୍ତକତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ । ଗୃହସ୍ଥ ଜୀବନ ସୁଖମୟ ହେବ । ପାରିବାରିକ ସ୍ତରରୁ କୌଣସି ବିଭ୍ରାନ୍ତିକର ଖବର ଅସ୍ଥିରତାର କାରଣ ହୋଇପାରେ । ସମ୍ପର୍କୀୟଙ୍କ ସହ କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଅଂଶଗ୍ରହଣ କରିପାରନ୍ତି । 

ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :