• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Virgo

କନ୍ୟା

Monday 13 Nov 2023

ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପରିବାରର ସଦସ୍ୟଙ୍କ ସହ ସୁସମ୍ପର୍କ ଫଳରେ ସୁସ୍ଥ ବାତାବରଣ ଜାରି ରହିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର ଛାତ୍ରମାନେ ପାଠ ପଢାରେ ମନଯୋଗ ଦେବେ । ଆର୍ଥିକ ଦିଗଟି ଭଲ ରହିବା କାରଣରୁ କୌଣସି କାମ ଅଟକିବ ନାହିଁ । ସାଧାରଣ କଥାରେ କ୍ରୋଧିତ ହେଲେ ପରିସ୍ଥିତି ବଗିଡିଯାଇ ପାରେ । ଅଜଣା ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ କୌଣସି କାମ କରିବା ଠିକ୍ ହେବନି । 

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :