• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Libra

ତୁଳା

Monday 13 Nov 2023

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ସହକର୍ମୀଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ବିଦ୍ୟା କ୍ଷେତ୍ରରେ ବିଜୟ ଲାଭ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିସ୍ଥିତିକୁ ଦେଖି କାମ କରି ଜିନିଲେ କୌଣସି  ଅସୁବିଧା ହେବନାହିଁ । ଠିକ୍ କଥା ବନ୍ଧୁମାନଙ୍କୁ ଖୁସି କରାଇବା ବଦଳରେ ଓଲଟା ପ୍ରତିକ୍ରିୟା ସୃଷ୍ଟି କରିବ । ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ ।

ପ୍ରତିକାର- ଅଶ୍ୱସ୍ଥ ବୃକ୍ଷ ମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ । 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :