• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Scorpio

ବିଛା

Monday 13 Nov 2023

ଶତ୍ରୁମାନେ ମିତ୍ରଭାବ ଆଚରଣ କରିବେ । ଆର୍ଥିକ ଉନ୍ନତି ଫଳରେ ଶାନ୍ତ ପାଇବେ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଉଚ୍ଚ ଶିକ୍ଷା ପାଇଁ ସୁଯୋଗ ପାଇବେ ଏବଂ ସ୍ୱାସ୍ଥ୍ୟ ଠିକ୍ ରହିବ । ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ । ଦୀର୍ଘ ଦିନରୁ ପ୍ରତୀକ୍ଷିତ କୌଣସି ଶୁଭଖବର ମନକୁ ଆହ୍ଲାଦିତ କରିବ । ସାଙ୍ଗସାଥୀମାନଙ୍କ ସହ କିଛି ନୂଆ ସ୍ଥାନକୁ ପରିଦର୍ଶନରେ ଯାଇପାରନ୍ତି । କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ ।

ପ୍ରତିକାର - ବଗଳା ମୁଖିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :