• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Sagittarius

ଧନୁ

Monday 13 Nov 2023

ସମସ୍ତ କାର୍ଯୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଆଶାତୀତ ଲାଭ ପାଇବେ । ଶରିର ସୁସ୍ଥ ରହିବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ସୁନ୍ଦର କଥା ଓ ସୁନ୍ଦର ବ୍ୟବହାର ପ୍ରଦର୍ଶନ କରି ସମସ୍ତଙ୍କର ପ୍ରିୟ ପାତ୍ର ହେବେ । ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇଥାନ୍ତି ।

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :