• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 13th Nov To 19th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମ ଉପରେ ନଜର ପଡ଼ିପାରେ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Capricorn

ମକର

Monday 13 Nov 2023

ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ୍ ହେବେ । ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଗୃହୋପକରଣ କ୍ରୟ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଭାଗ୍ୟସ୍ଥାନରେ ଶୁକ୍ର ଓ ଚନ୍ଦ୍ର ପ୍ରତ୍ୟେକ କ୍ଷେତ୍ରରେ ଶୁଭଦାୟକ ହେବ । ବହୁତଦିନରୁ ଦେଖିନଥିବା ବନ୍ଧୁ କିମ୍ବା କଥା କହୁନଥିବା ଅନ୍ତରଙ୍ଗ କଥା ପାଇଁ ମନ ବ୍ୟସ୍ତ ହୋଇଥାଏ । ଶିଳ୍ପ, ବାଣିଜ୍ୟ, କଳା ସାହିତ୍ୟ, ସାମ୍ବାଦିକତାରେ କୌଣସି ଅସୁବିଧା ହେବନାହିଁ । ପରିଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରୁ ଆନନ୍ଦ ପାଇବେ ।

ପ୍ରତିକାର- କାଳୀଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :