• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 14th August To 20th August 2023: ଏଇ ରାଶିର ବ୍ୟକ୍ତିମାନଙ୍କ ଲାଗିରହିବ ସ୍ୱାସ୍ଥ୍ୟ ସମସ୍ୟା

ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ,କାରଣ ଆପଣଙ୍କ ସ୍ୱାସ୍ଥ୍ୟ ଆହୁରି ଖରାପ ହୋଇ ପାରେ । ଆପଣଙ୍କୁ ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

Gemini

ମିଥୁନ

Monday 14 Aug 2023

ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ତେଣୁ ସାବଧାନ ରୁହନ୍ତୁ । ଚାକିରି କ୍ଷେତ୍ରରେ ଭଲ ବେତନ ପାଇବେ । ମହିଳାମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ। ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ଯନ୍ତ୍ରିକା ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :