ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ,କାରଣ ଆପଣଙ୍କ ସ୍ୱାସ୍ଥ୍ୟ ଆହୁରି ଖରାପ ହୋଇ ପାରେ । ଆପଣଙ୍କୁ ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।
କୌଣସି ଦୂର ସମ୍ପର୍କୀୟ ଆଜି ଆପଣଙ୍କ ଘରକୁ ଆସିପାରନ୍ତି । କାର୍ୟ୍ୟାଳୟରେ ଉତ୍ତମ କାର୍ୟ୍ୟ କରିବା ପାଇଁ ଉପହାର ମିଳି ପାରେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ୟ୍ୟ କରିପାରିବେ । ଏକପାଖିଆ ପ୍ରେମ ସମ୍ବନ୍ଧ ହୃଦୟରେ ପୀଡା ଦେଇପାରେ । ଅର୍ଥ ସଞ୍ଚୟ କରିବାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ । ବୈବାହିକ ଜୀବନର ସବୁଠୁ ଉତ୍ତମ ରହିବ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଜୀବନସାଥୀ ସହଯୋଗ ଓ ସାହାଯ୍ୟ କରିବେ ।
ପ୍ରତିକାର – ମା ଭୂବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨